ଆଜିର ଖବର କଟକ କ୍ୟାନସର ହସ୍ପିଟାଲର ଦୁଇ ନର୍ସ ପଜିଟିଭ୍ କଟକ : କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ 2 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ନିର୍ଦ୍ଦେଶକ…