ଆଜିର ଖବର ଆଚାର୍ଯ୍ୟ ଶ୍ରୀ ବିଦ୍ୟାନନ୍ଦଜୀ ମହାରାଜଙ୍କ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆଚାର୍ଯ୍ୟ ଶ୍ରୀ ବିଦ୍ୟାନନ୍ଦ ଜୀ ମହାରାଜଙ୍କ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ଉପସ୍ଥିତ…