ଜାତୀୟ ଖବର ଭୁବନେଶ୍ୱର ବାଲିଯାତ୍ରା ପଡିଆରେ ଚିତ୍ତାକର୍ଷକ ଏୟାର ଶୋ, ଆସନ୍ତା ୧୮ ତାରିଖରେ ପୁଣି ପୁରୀରେ ଭୁବନେଶ୍ୱର: ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ ଅବସରରେ ଆଜି ଭୁବନେଶ୍ୱର ଉପକଣ୍ଠ ଜରିପାଟଣା ନିକଟସ୍ଥ ବାଲିଯାତ୍ରା ପଡିଆଠାରେ ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ୍…