ଆଜିର ଖବର ଆତଙ୍କବାଦ ବିରୋଧୀ ଲଢ଼େଇରେ ବିଶ୍ୱ ସମୁଦାୟର ସମର୍ଥନ ପ୍ରାପ୍ତି ଲାଗି ପ୍ରୟାସ: କୁଏତରେ ସର୍ବଦଳୀୟ ପ୍ରତିନିଧି ଦଳ ନୂଆଦିଲ୍ଲୀ: ଆତଙ୍କବାଦର ପ୍ରାୟୋଜକ ପାଲଟିଥିବା ପାକିସ୍ତାନର ମୁଖା ଖୋଲିବା ସହିତ ଭାରତର ଆତଙ୍କବାଦ ବିରୋଧୀ ଲଢ଼େଇରେ ବିଶ୍ୱ ସମୁଦାୟର ସମର୍ଥନ ଜୁଟାଇବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଦ୍ୱାରା…