ଆତଙ୍କ ମୁକ୍ତ ଜାମ୍ମୁ-କାଶ୍ମୀର

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଜାମ୍ମୁ-କାଶ୍ମୀରର ସୁରକ୍ଷା ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…