ଆତ୍ମନିର୍ଭର କୃଷି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୨୯, ୨୦୨୦ରେ “୧୦,୦୦୦ କୃଷକ ଉତ୍ପାଦକ ସଂଗଠନ (ଏଫପିଓ)” ଗଠନ ଏବଂ ପ୍ରୋତ୍ସାହନ ପାଇଁ କେନ୍ଦ୍ରୀୟ ଯୋଜନାର ଶୁଭାରମ୍ଭ କରିଥିଲେ।…