ଆଜିର ଖବର ସ୍ବାମୀଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବିରେ ବାଣପୁର ଥାନା ଆଗରେ ମହିଳାଙ୍କ ଆତ୍ମାହୂତି ଉଦ୍ୟମ ସମୀକ୍ଷା ବ୍ୟୁରୋ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ସମ୍ମୁଖରେ ଆଜି ଜଣେ ମହିଳା ତାଙ୍କ ଝିଅ ସହ ଆତ୍ମାହୂତି ଉଦ୍ୟମ କରିଛନ୍ତି। ମହିଳା ଜଣକ କିରୋସିନ ଢାଳି…