ଆଦିତ୍ୟ-ଏଲ୍‌୧

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ପ୍ରଥମ ସୌର ମିଶନ ଆଦିତ୍ୟ-ଏଲ୍‌୧ର ସଫଳ ଉତକ୍ଷେପଣ ପାଇଁ ଇସ୍ରୋ ବୈଜ୍ଞାନିକ ଏବଂ ଇଞ୍ଜିନିୟରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏକ ଏକ୍ସ…