ଜାତୀୟ ଖବର ଏଣିକି ଆଦିବାସୀମାନେ ନିଜ ଜମି ସାଧାରଣ ଲୋକଙ୍କୁ ବିକ୍ରି କରିପାରିବେ, ମିଳିଲା କ୍ୟାବିନେଟ ମଂଜୁରୀ ଭୁବନେଶ୍ବର: ରାଜ୍ୟ ସରକାର ଆଦିବାସୀଙ୍କ ଜମି ବିକ୍ରି ଉପରେ ଏକ ବଡ ପରିବର୍ତ୍ତନ ଆଣୁଛନ୍ତି। ଫଳରେ ବହୁ ପୁରୁଣା ସମୟରୁ ଯେଉଁ ନିୟମ ରହିଥିଲା ସେଥିରେ ପରିବର୍ତ୍ତନ…