ଆନ୍ତଃବିଭାଗୀୟ ସମନ୍ୱୟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ର ପରିସରରେ ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି (ଆଇଏମପିସିସି) ବୈଠକ ଅନୁଷ୍ଠିତ ହୋଇଛି। ଆଇଏମପିସିସି ଓଡ଼ିଶାରେ କାର୍ଯ୍ୟରତ ଭାରତ ସରକାରଙ୍କ ସୂଚନା ଓ…