ଆଜିର ଖବର ଆଜି ଆନ୍ତର୍ଜାତିକ ଅଭିଧାମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆଜି ପୂର୍ବାହ୍ନ ୧୦ଟାରେ ଆନ୍ତର୍ଜାତିକ ଅଭିଧାମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ…