ବିଶେଷ ଖବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆନ୍ତର୍ଜାତିକ ଦୁଗ୍ଧ ମହାସଂଘ ବିଶ୍ୱ ଡାଏରୀ ଶିଖର ବୈଠକ ୨୦୨୨ ଉଦ୍ଘାଟିତ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ତର୍ଜାତିକ ଦୁଗ୍ଧ ମହାସଂଘ ବିଶ୍ୱ ଡାଏରୀ ଶିଖର ସମ୍ମିଳନୀ-୨୦୨୨ (ଆଇଡିଏଫ ଡବୁଲଡିଏସ)-୨୦୨୨ଉଦ୍ଘାଟନ କରିଛନ୍ତି। ଇଣ୍ଡିଆ ଏକ୍ସପୋ ସେଂଟର ଆଣ୍ଡ ମାର୍ଟ, ବୃହତ…