ଅନ୍ତରାଷ୍ଟ୍ରୀୟ ଭାରତୀୟ ଅର୍ଥନୀତିର ପ୍ରଦର୍ଶନକୁ ଆନ୍ତର୍ଜାତିକ ମୁଦ୍ରା ପାଣ୍ଠିର ପ୍ରଶଂସା ନୂଆଦିଲ୍ଲୀ: ବୈଶ୍ୱିକ ପ୍ରତିକୂଳ ପରିସ୍ଥିତି ସତ୍ୱେ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଓ ଦୃଢ଼ତାକୁ ଆନ୍ତର୍ଜାତିକ ମୁଦ୍ରାପାଣ୍ଠି (ଆଇଏମ୍ଏଫ୍) ପ୍ରଶଂସା କରିଛି। ମୁଦ୍ରାପାଣ୍ଠି ପକ୍ଷରୁ ପ୍ରକାଶିତ ବାର୍ଷିକ ପରାମର୍ଶ…