ଆନ୍ତର୍ଜାତୀୟ ଅଭିଲେଖାଗାର ଦିବସ

ଭୁବନେଶ୍ୱର, ଚଳିତ ବର୍ଷ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ଅବଲମ୍ବନପୂର୍ବକ ଅନ୍‌ଲାଇନ୍‌ ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ଏହି ଦିବସଟି ପାଳନ କରାଯାଇଛି…