ଆଜିର ଖବର ଉତ୍ତରପ୍ରଦେଶର ବାରଣାସୀରେ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀରେ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଶିଳାନ୍ୟାସ କରିଛନ୍ତି। ପାଖାପାଖି ୪୫୦ କୋଟି ଟଙ୍କା ବ୍ୟୟରେ ଗଞ୍ଜାରୀ, ରଜତାଲାବ, ବାରାଣାସୀରେ ଏହି…