ଆଞ୍ଚଳିକ ବାଣପୁରରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆଜି ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବାଣପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ତରଫରୁ ଶତାଧିକ…