ଖେଳ ମହୀସୁରରେ ୧୫ ହଜାର ଲୋକଙ୍କ ସହିତ ଯୋଗ କଲେ ପ୍ରଧାନମନ୍ତ୍ରୀ ମୋଦୀ, କହିଲେ ଏହି କଥା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହୀସୁରର ଆଇକନିକ୍ ପ୍ୟାଲେସ୍ ସମ୍ମୁଖରେ ଆନ୍ତର୍ଜାତୀୟ ଯୋଗ ଦିବସର ଅଷ୍ଟମ ସଂସ୍କରଣର ନେତୃତ୍ୱ ନେଇଛନ୍ତି। ଏଥିରେ କର୍ଣ୍ଣାଟକର ରାଜ୍ୟପାଳ ଥାୱାର…