ଅପରାଧ ବଲାଙ୍ଗିର ଜିଲ୍ଲାରେ ମାଓ କ୍ୟାମ୍ପ ଠାବ: ମାରଣାସ୍ତ୍ର ସହ ଅନେକ ଆପତ୍ତିଜନକ ସାମଗ୍ରୀ ଜବତ ଭୁବନେଶ୍ଵର: ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ ଛତରଦାଣ୍ଡି ସଂରକ୍ଷିତ ଜଙ୍ଗଲରେ ଏକ ମାଓ କ୍ୟାମ୍ପ ଠାବ କରାଯାଇଛି। ଏହି ଶିବିରରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ…