ଆଜିର ଖବର ଇଶା ଅମ୍ବାନିଙ୍କୁ “ସ୍ମିଥ୍ସୋନିୟନ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ’ର ବୋର୍ଡରେ ନିଯୁକ୍ତି ଭୁବନେଶ୍ୱର: ଆମେରିକାର ୱାସିଂଟନ ଡିସି ସ୍ଥିତ ସ୍ମିଥ୍ସୋନିୟନ୍ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟର ବୋର୍ଡରେ ଇଶା ଅମ୍ବାନିଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ସେ ହେଉଛନ୍ତି ବୋର୍ଡର…