ଆଜିର ଖବର କେନ୍ଦ୍ରୀୟ ବଜେଟ ଦଳିତ ଆଦିବାସୀଙ୍କ ପାଇଁ ନୈରାଶ୍ୟଜନକ: ଆମ୍ବେଦକର ଲୋହିଆ ବିଚାରମଞ୍ଚ ଭୁବନେଶ୍ୱର: ଗତ ଫେବୃୟାରୀ ୧ ତାରିଖ ଦିନ ଦେଶର ଅର୍ଥମନ୍ତ୍ରୀ କେନ୍ଦ୍ରୀୟ ବଜେଟ ୨୦୨୨-୨୩ ସଂସଦରେ ଆଗତ କରିଛନ୍ତି। ଏହି ବଜେଟ ଦେଶର ପ୍ରାୟ ୩୫କୋଟି ଦଳିତ…