ଆଜିର ଖବର ଓଡ଼ିଶାର ଆମ୍ବ କିସମ ଓ ଉତ୍ପାଦନକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରଶଂସା ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଆୟୋଜିତ ହେଉଥିବା ଆଜିର ଜୋନାଲ କନ୍ଫରେନ୍ସରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ଏଗ୍ରିକଲଚର ପ୍ରଡକ୍ସନ କ୍ଲଷ୍ଟର ଓ କୃଷି ଉଦ୍ୟୋଗୀଙ୍କ ଦ୍ୱାରା ଶଙ୍କର…