ଆଜିର ଖବର ଥାନାକୁ ଯିବେ ନାହିଁ ବରିଷ୍ଠ ନାଗରିକ, ଘରକୁ ଯାଇ ଅଭିଯୋଗ ଶୁଣିବ ପୋଲିସ: ବାଲୁଗାଁ ଏସଡ଼ିପିଓ ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ପରିସରରେ ଆଜି ବରିଷ୍ଠ ନାଗରିକମାନଙ୍କ ଉଦ୍ଦେଶ୍ୟରେ ‘ଆମ ପୋଲିସ ମିଟିଂ’ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ…