ଆଜିର ଖବର କେରଳ ରାଜ୍ୟପାଳଙ୍କ ଅଭିଯୋଗ: ମୋ ଉପରେ ଆକ୍ରମଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଷଡ଼କ୍ଷନ୍ତ୍ର ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ତାଙ୍କୁ ଶାରୀରିକ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି ବୋଲି କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍ ଅଭିଯୋଗ କରିଛନ୍ତି। ଏଥିପାଇଁ ସେମାନେ…