Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ, କରୋନାଜନିତ ମୃତ୍ୟୁ ୩୮

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୮୧୫ ଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ସୁସ୍ଥ ହାର ବର୍ତ୍ତମାନ ୯୮.୧୫% ଅଟେ। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ହଜାର ୮୯୯ ଜଣ ଲୋକ କରୋନାରୁ ଆରୋଗ୍ୟ ହୋଇଛନ୍ତି। ଯାହାଫଳରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ସୁସ୍ଥ ହାର ୪ କୋଟି ୨୯ ଲକ୍ଷ ୩୭ ହଜାର ୮୭୬ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।