ଆଜିର ଖବର ଆର୍ଆଣ୍ଡ୍ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ ଭୁବନେଶ୍ୱର: ଭୁବନେଶ୍ୱର ଆର୍ଆଣ୍ଡ୍ବି ଡିଭିଜନ୍-୧ରେ ଆର୍ଥିକ ଅନିୟମିତତା ଓ ସରକାରୀ ଅର୍ଥର ଅପବ୍ୟବହାର ଅଭିଯୋଗକୁ ନେଇ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଡିଭିଜନ୍ରେ ହୋଇଥିବା କଥିତ ଦୁର୍ନୀତି…