ଆଜିର ଖବର “ଅନିଶ୍ଚିତତା ମଧ୍ୟରେ ଉଦ୍ୟୋଗୀ ନୀତି ନିର୍ଦ୍ଧାରଣ” ଦିଗରେ ଗଭୀର ପରିବର୍ତ୍ତନ ଆବଶ୍ୟକ: ଆର୍ଥିକ ସର୍ବେକ୍ଷଣ ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୫-୨୬ ଆର୍ଥିକ ସର୍ବେକ୍ଷଣ ଉପସ୍ଥାପନ କରିଥିଲେ। ଏଥିରେ କୁହାଯାଇଛି ଯେ, ରାଷ୍ଟ୍ରକୁ “ଅନିଶ୍ଚିତତା…