ଆଜିର ଖବର ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ ଭୁବନେଶ୍ୱର: ରାଜ୍ୟର ଦୁଗ୍ଧ ଚାଷୀଙ୍କ ଆର୍ଥିକ ସଶକ୍ତୀକରଣ ସହ ଓମ୍ଫେଡର ବ୍ୟବସାୟିକ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ବୁଧବାର…