ରାଜ୍ୟ ଖବର ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍ବାବଲମ୍ବୀ କରିବା ପାଇଁ ଜେଏସ୍ଡବ୍ଲୁର ପ୍ରୟାସ ଆରମ୍ଭ ସମୀକ୍ଷା ବ୍ୟୁରୋ କୁଜଙ୍ଗ: ରାଜ୍ୟ ସରକାର ମହିଳାମାନଙ୍କୁ ସଶକ୍ତିକରଣ ଓ ଆର୍ଥିକ ସ୍ବାବଲମ୍ବୀଶୀଳ କରିବା ପାଇଁ ବିଭିନ୍ନ ଯୋଜନାର ରୂପାୟନ କରି ଏହାକୁ ସୂଚାରୁରୂପେ ପରିଚାଳନା କରୁଛନ୍ତି।…