ଆଜିର ଖବର ରାଷ୍ଟ୍ରର ସମ୍ପତ୍ତି ପ୍ରତ୍ୟେକ ଭାରତୀୟ ନାଗରିକଙ୍କର ଏବଂ ସମସ୍ତେ ଏହାର ଲାଭ ପାଇବା ଉଚିତ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସ ଜରିଆରେ ଆଲିଗଡ଼ ମୁସଲିମ ବିଶ୍ୱବିଦ୍ୟାଳୟ (ଏଏମୟୁ)ର ଶତବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମର ସ୍ମାରକ ସ୍ୱରୂପ ସେ…