ରାଜ୍ୟ ଖବର ଆସନ୍ତା ଶିକ୍ଷା ବର୍ଷରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ପୁସ୍ତକ, ଶିଶୁ ମନ୍ଦିର ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ କେନ୍ଦୁଝର: ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ମୂଳଭିତ୍ତି ରୂପରେ ଗ୍ରହଣ କରି ଶିକ୍ଷାଦାନ କରିଥାଏ ସରସ୍ବତୀ ଶିଶୁ ମନ୍ଦିର। ଉତ୍ତମ ଶିକ୍ଷା ପରିବେଶ ଓ ଗୁଣାତ୍ମକ ମାନର…