ବିଶେଷ ଖବର ଆଗାମୀ ନିର୍ବାଚନ ପାଇଁ ୱାର୍ଡ ସୀମା ଓ ଆସନ ସଂରକ୍ଷଣ ନିମନ୍ତେ ସଂଶୋଧିତ କାର୍ଯ୍ୟସୂଚୀ ଜାରି ଭୁବନେଶ୍ୱର: ରାଜ୍ୟର ପୌରପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମଗୁଡ଼ିକର ଆଗାମୀ ସାଧାରଣ ନିର୍ବାଚନ ପାଇଁ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା…