ଜାତୀୟ ଖବର ଆସାମରେ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ ‘ଆସୋମ ମାଲା’ ଯୋଜନା, ଜାଣନ୍ତୁ କଣ ଏହା ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୭, ୨୦୨୧ରେ ଆସାମ ଏବଂ ପଶ୍ଚିମବଙ୍ଗ ରାଜ୍ୟ ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ ୧୧ଟା ୪୫ ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ…