ଆଜିର ଖବର ମଧ୍ୟାହ୍ନ ଭୋଜନ ଖାଇ ଅନେକ ପିଲା ଗୁରୁତର ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କବିସୂର୍ଯ୍ୟ ନଗର ବ୍ଳକ ଆଠଗଡ଼ ପାଟଣା ଗୌଡ଼ ସାହି ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ବହୁ ପିଲା ଅସୁସ୍ଥ ହୋଇଛନ୍ତି। କିଛି…