ଜାତୀୟ ଖବର ଚଳିତ ବର୍ଷ ରାଜ୍ୟରେ ୧୦୦୦ କିଲୋମିଟର ରାସ୍ତା ଓ ତିରିଶଟି ସେତୁ ନିର୍ମାଣ କରାଯିବ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସ୍କାର ଏକ ସେତୁ ଉଦଘାଟନ କରିଛନ୍ତି। ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ପରିବର୍ତ୍ତନ କରାଯାଇ ଏହାକୁ ନିର୍ମାଣ କରାଯାଇଛି…