ଆଜିର ଖବର ମହାକୁମ୍ଭ ୨୦୨୫: ଆହ୍ଲାବାଦ ସଂଗ୍ରହାଳୟରେ ଭାଗବତ ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ: ବୁଧବାର ଦିନ ଆହ୍ଲାବାଦ ସଂଗ୍ରହାଳୟରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଭାଗବତ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି। ସମସ୍ତେ ଚଳିତ ମହାକୁମ୍ଭକୁ…