ଜାତୀୟ ଖବର ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ.. ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି।…