ଆଜିର ଖବର ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଶ୍ରୀରାମ ନଗର ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଗତ ଶନିବାର ମାଟ୍ରିକ ଇଂରାଜୀ ପରୀକ୍ଷା ଥିଲା। ସେ…