ଆଜିର ଖବର ଇଟାମାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଦୋକାନକୁ ପିଟିଲା ଇନୋଭା କାର୍, ୨ ମୃତ ନୟାଗଡ଼: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଇଟାମାଟି ବଜାରରେ ବଡ଼ ଧରଣର କାର ଦୁର୍ଘଟଣା ଘଟିଛି। ଏହି ଘଟଣାରେ ଦୁଇ ଜଣଙ୍କର ମୃତ ଘଟିଛି। ଇଟାମାଟି ବଜାରରେ ଜଣେ…