ଆଜିର ଖବର ଭାରତରେ ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟ କ୍ୟାମ୍ପସର ଘୋଷଣା ନେଇ ‘ଆରମ୍ଭ’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ: ଗୁଜୁରାଟ ଇଣ୍ଟରନ୍ୟାସନାଲ ଫାଇନାନ୍ସ ଟେକ୍-ସିଟି (ଗିଫ୍ଟ ସିଟି)ରେ ଅଷ୍ଟ୍ରେଲିଆର ଦୁଇଟି ବିଶ୍ୱବିଦ୍ୟାଳୟ ଡେକିନ୍ ଓ ଓ୍ୱଲ୍ଲୋନଗୋଙ୍ଗର କ୍ୟାମ୍ପସ ସ୍ଥାପନା ନେଇ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇଛି।…