ଇଣ୍ଡିଆନ୍ ସ୍ପେସ୍ ଆସୋସିଏସନ୍

ନୂଆଦିଲ୍ଲୀ: ଦେଶର ମହାକାଶ କ୍ଷେତ୍ରରେ ଅଂଶଗ୍ରହଣ କରିବାକୁ ଇଚ୍ଛା କରୁଥିବା ଶିଳ୍ପସଂସ୍ଥାର ସଂଗଠନ ‘ଇଣ୍ଡିଆନ୍ ସ୍ପେସ୍ ଆସୋସିଏସନ୍’ (ଆଇଏସପିଏ) କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭାରମ୍ଭ କରିଛନ୍ତି।…