ଆଜିର ଖବର ହ୍ରାସ ହେଲା ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ: ଜାଣନ୍ତୁ କେତେ କମିଲା ଦାମ୍ ନୂଆଦିଲ୍ଲୀ: ରୋଷେଇ ଗ୍ୟାସ ଦରର ବୃଦ୍ଧି ମଧ୍ୟରେ ଉପଭୋକ୍ତାଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ମିଳିଛି। ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୧୦ ଟଙ୍କା ହ୍ରାସ କରାଯାଇଛି।…