ରାଜ୍ୟ ଖବର ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର ଇଣ୍ଡିଆ ଟୁଡେ ସର୍ଭେ: ଉତ୍କର୍ଷତାର ଉଲ୍ଲେଖନୀୟ ଯାତ୍ରା ଜାରି ରଖିବା ସହିତ, ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ବର, ପ୍ରତିଷ୍ଠିତ ଇଣ୍ଡିଆ ଟୁଡେ-ଏମଡିଆରଏ ମେଡିକାଲ କଲେଜ ସର୍ଭେ…