ବିଶେଷ ଖବର ଇଣ୍ଡିଆ ସ୍ମାର୍ଟ ସିଟି ପୁରସ୍କାର ପ୍ରତିଯୋଗିତା ୨୦୨୨ର ବିଜେତା ମାନଙ୍କୁ ସମ୍ବର୍ଦ୍ଧିତ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୨୭ ସେପ୍ଟେମ୍ବର ୨୦୨୩ରେ ଇନ୍ଦୋର ଠାରେ ଇଣ୍ଡିଆ ସ୍ମାର୍ଟ ସିଟି ପୁରସ୍କାର ପ୍ରତିଯୋଗିତା (ଆଇଏସଏସି) ୨୦୨୨ର ଚତୁର୍ଥ ସଂସ୍କରଣର ବିଜେତା…