ଆଞ୍ଚଳିକ ଖୋର୍ଦ୍ଧା: ଇତିପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ରକ୍ତଦାନ ଶିବିର ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ଇତିପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ମୁଖ୍ୟ ଅତିଥି ଭାବେ…