ଆଜିର ଖବର ଇଥାନଲ ମିଶ୍ରିତ ପେଟ୍ରୋଲ କାର୍ଯ୍ୟକ୍ରମ ଅଧୀନରେ ଓଏମସି ଦ୍ୱାରା ଇଥାନଲ କ୍ରୟ ବ୍ୟବସ୍ଥାକୁ କ୍ୟାବିନେଟ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ଭାରତ ସରକାରଙ୍କ ଇଥାନଲ ମିଶ୍ରିତ ପେଟ୍ରୋଲ (ଇବିପି) କାର୍ଯ୍ୟକ୍ରମ ଅଧୀନରେ…