ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସ

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସ(ଆଇଏଚଏସ) ପରିଦର୍ଶନ କରିବା ଅବସରରେ…