ଆଜିର ଖବର ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି ଏବଂ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ ପୁରୀ: ଭାଦ୍ରବ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି ଏବଂ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ ହୋଇଛି। ଅନ୍ୟପକ୍ଷରେ ଆଜି ଚନ୍ଦ୍ରଗ୍ରହଣ ପାଇଁ…