ଆଜିର ଖବର ଇନ୍ଷ୍ଟାଗ୍ରାମ୍ ଓ ୟୁଟ୍ୟୁବ ଛାଡ଼ି ଛାତ୍ରଛାତ୍ରୀ ନୂତନ ପ୍ରଯୁକ୍ତିବିଦ୍ୟାକୁ ଆପଣାନ୍ତୁ: ବିଶେଷଜ୍ଞ ଭୁବନେଶ୍ୱର: ବର୍ତ୍ତମାନ ବିଶ୍ୱରେ ପ୍ରତ୍ୟେକ ୩ ମାସରେ ଥରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ପରିବର୍ତନ ଘଟୁଛି। ଭବିଷ୍ୟତରେ ପ୍ରତ୍ୟେକ ୩ ସପ୍ତାହରେ ଥରେ ଏ କ୍ଷେତ୍ରରେ ପରିବର୍ତନ ଘଟିବ।…