ଆଜିର ଖବର ଇନଷ୍ଟାଗ୍ରାମରେ ଡେବ୍ୟୁ କଲେ ସୋନିଆ ଗାନ୍ଧୀ: ଆସନ୍ତା ନଭେମ୍ବରରେ ଆସୁଛି ଆତ୍ମଜୀବନୀ ‘ବେଲଙ୍ଗିଂ’ ନୂଆଦିଲ୍ଲୀ: କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆଜି ସାମାଜିକ ଗଣମାଧ୍ୟମ ଇନଷ୍ଟାଗ୍ରାମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ତାଙ୍କର ଆଗାମୀ ଆତ୍ମଜୀବନୀ ‘ବେଲଙ୍ଗିଂ: ଏ…