ଜାତୀୟ ଖବର ରାଞ୍ଚିରେ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକରେ ଯୋଗ ଦେଇ ଫେରିଲେ ମୁଖ୍ୟମନ୍ତ୍ରୀ, କହିଲେ… ଭୁବନେଶ୍ବର: ଆଜି ରାଞ୍ଚିରେ ଅନୁଷ୍ଠିତ ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଫେରି ଆସିଛନ୍ତି ।…